ନିଜ ହାଡ଼ କୁ ପବ ପବ କରି ଚୁନା କରି ମୋ ମନରେ ଯିଏ ସୁନାର କଳ୍ପନା ସୃଜନ କରନ୍ତି, ମୋ ଓଠରେ ଟିକିଏ ହସ ଦେଖିବା ପାଇଁ ନିଜର ଆଖିର ତତଲା ଲୁହକୁ ଦେହର ଶିତଳ ଲହୁ ସହିତ ଯେ ମିଶାଇ ଚାଲିଥାଆନ୍ତି... ନିଜ ଜ଼ିବନର ସୁଖ ସଳିତାକୁ ତିଳ ତିଳ କରି ଜାଳି ମୋ ଜୀବନର ଚଳପଥକୁ ଆଲୋକିତ କରିବାରେ ଯିଏ ବ୍ୟସ୍ତ, ମୋତେ ମଣିଷ ପରି ମଣିଷ କରି ଗଢି ତୋଳିବା ପାଇଁ ଯିଏ ସର୍ବଦା ବ୍ୟଗ୍ର... ସେଇ ପରମ ପୂଜନୀୟ ମା ବାବାଙ୍କ ପାଦପଙ୍କଜରେ ଭକ୍ତି ଅର୍ଘ୍ୟ ଅର୍ପଣ
की कमबख्त लिखता भी तो दर्द है ...
दर्द न हो तो ज़िन्दगी में ख़ुशी का अहसास ही कहाँ हो ?
दर्द न हो तो ज़िन्दगी में ख़ुशी का अहसास ही कहाँ हो ?
ReplyDelete